ମନ୍ତ୍ରୀ ପ୍ରତାପ ଜେନା ଙ୍କୁ ନେଇ ଏବେ ଏବେ ଆସିଲା ବଡ ଦୁଃଖଦ ଖବର….

 

ଯଦି ଆପଣ ଏହି ଖବର ସମ୍ପର୍କରେ ଜାଣିବାକୁ ଚାଂହୁ ଛନ୍ତି ପ୍ରଥମେ ଉପରେ ଥିବା FOLLOW ବଟନ ରେ କ୍ଲିକ କରନ୍ତୁ ।

 

ନମସ୍କାର ବନ୍ଧୁ ଗଣ ଆପଣ ମାନଙ୍କୁ  ଆମ ର ଏହି ସୁନ୍ଦର ୱେବ ପୋର୍ଟାଲ କୁ ସ୍ୱାଗତ କରୁଅଛୁ । ଆଜି ଏହି ପୋଷ୍ଟ ମାଧ୍ୟମରେ ଆମେ ଆପଣ ମାନଙ୍କୁ ଜଣାଇ ବାକୁ ଯାଉଛୁ ଯେ, ମନ୍ତ୍ରୀ ପ୍ରତାପ ଜେନା ଙ୍କୁ ହାର୍ଟ ଆଟାକ୍, ଆସନ୍ତୁ ଜାଣିବା ସମ୍ପୂର୍ଣ ଖବର । ତେବେ ଆପଣ ଏହି ପୋଷ୍ଟ କୁ ଆରମ୍ଭ ରୁ ଶେଷ ପର୍ଯ୍ୟନ୍ତ ପଢ଼ନ୍ତୁ ,ଆଉ ଜାଣି ପାରିବେ ସମ୍ପୂର୍ଣ୍ଣ ତଥ୍ୟ ।

 

ଜନ୍ମ ମ-ର-ଣ ଖେଳ ଭଗବାନ ଙ୍କ ଦ୍ଵାରା ନିର୍ଦ୍ଧାରିତ । କିନ୍ତୁ ବେଳେବେଳେ ଏହି ଡାକ୍ତର ହିଁ ରୋଗୀ କୁ ମ-ର-ଣ ମୁହଁରୁ ନୂଆ ଜୀବନ ଦେଇଥାନ୍ତି । ତେବେ ସେ ମନ୍ତ୍ରୀ ହୁଅନ୍ତୁ କି ସାଧାରଣ ଜନତା ରୋଗ ପାଖରେ ସମସ୍ତେ ସମାନ । ତେବେ ମନ୍ତ୍ରୀ ପ୍ରତାପ ଜେନାଙ୍କ ସ୍ବାସ୍ଥ୍ୟାବସ୍ଥା ଏବେ ଭଲ ନାହିଁ। ପ୍ରତାପ ଜେନା ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ରାଜନୀତିର ବିଜୁ ଜନତା ଦଳର କର୍ମକର୍ତ୍ତା ଭାବରେ ସକ୍ରିୟ ଅଛନ୍ତି । ପ୍ରତାପ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ତଥା ମନ୍ତ୍ରୀ ଭାବରେ କାର୍ଯ୍ୟ କରୁଛନ୍ତି । ୨୦୦୦, ୨୦୦୪, ୨୦୦୯, ୨୦୧୪ ଓ ୨୦୧୯ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ସେ କିଷାନନଗର ଓ ମାହାଙ୍ଗା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୧୧ଶ, ୧୨ଶ, ୧୩ଶ, ୧୪ଶ ଓ ୧୫ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।

 

ରାଜ୍ୟ ନଗର ଉନ୍ନୟନ, ପଞ୍ଚାୟତିରାଜ ଓ ଆଇନମନ୍ତ୍ରୀ ପ୍ରତାପ ଜେନା ଅସୁସ୍ଥ ଥିବାର ସୂଚନା ମିଳିଛି। ଗତକାଲି ରାତିରେ ସେ ଛାତିରେ ଯନ୍ତ୍ରଣା ଅନୁଭବ କରିବାରୁ ତାଙ୍କୁ ଭୁବନେଶ୍ବରର ଆପୋଲୋ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ସ୍ୱାସ୍ଥ୍ୟ ପରୀକ୍ଷା ସମୟରେ ତାଙ୍କର ଛାତିରେ ଦୁଇଟି ବ୍ଲକେଜ ଥିବା ଜଣାପଡ଼ିଲା। ଏହାପରେ ଅସ୍ତ୍ରୋପଚାର କରି ଦୁଇଟି ଷ୍ଟେଣ୍ଟ ଲଗାଯାଇଛି।

 

ତେବେ ଯଦି ଆମ ଲେଖାଟି ଆପଣଙ୍କୁ ଭଲ ଲାଗିଲା ତେବେ ତଳେ ଥିବା ମତାମତ ବକ୍ସରେ ଆମକୁ ମତାମତ ଦେଇପାରିବେ ଏବଂ ଏହି ପୋଷ୍ଟଟିକୁ ନିଜ ସାଙ୍ଗମାନଙ୍କ ସହ ସେୟାର ମଧ୍ୟ କରିପାରିବେ । ଆମେ ଆଗକୁ ମଧ୍ୟ ଏପରି ଅନେକ ଲେଖା ଆପଣଙ୍କ ପାଇଁ ଆଣିବୁ ଧନ୍ୟବାଦ ।

 

Leave a Reply

Your email address will not be published. Required fields are marked *